ଅଜଣା ଗାଡି ଧକ୍କାରେ ବାଇକ ଆରୋହୀଙ୍ ମୃତ୍ୟୁ

Get real time updates directly on you device, subscribe now.

ଖୋର୍ଦ୍ଧା : ବାଘମାରୀ ଛକ ନିକଟରେ ଅଜଣା ଗାଡି ଧକ୍କାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି। ମୃତକ କୁରୁମି ଗ୍ରାମର ଲକ୍ଷଣ ବେହେରା । ମୃତକ ବାଇକ ଯୋଗେ ଖୋର୍ଦ୍ଧା ଅଭିମୁଖେ ଯାଉଥିବା ବେଳେ ବାଘମାରୀ ଛକ ନିକଟରେ ଅଜଣାଗାଡ଼ି ଧକ୍କା ଦେଇଥିଲା। ବାଇକ୍ ଆରୋହୀଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାକୁ ପଠା ଯାଇଥିଲା । ବାଘମାରୀ ପୋଲିସ ଶବ ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ମେଡିକାଲକୁ ପଠାଇ ଅଧିକ ତଦନ୍ତ ଜାରି ରଖିଛି । ତେବେ ଦୁର୍ଘଟଣା ଘଟାଇଥିବା ଗାଡ଼ିଟି ଫେରାର ହୋଇଯାଇଛି।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons