ବିଧାନସଭାକୁ ଆସିଲେ ମୁଖ୍ୟମନ୍ତ୍ରୀ

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ବୁ୍ୟରୋ): ବିଧାନସଭାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଳିତ ବଜେଟ ଅଧିବେଶନରେ ମୁଖ୍ୟମନ୍ତ୍ରୀ ବିଧାନସଭାକୁ ଆସି ଗୃହ କାର୍ଯ୍ୟରେ ଉପସ୍ଥିତ ରହିଛନ୍ତି । ଦୀର୍ଘଦିନ ହେବ ବିଧାନସଭାକୁ ଆସିନଥିଲେ । ଗୃହକୁ ନ ଆସିଲେ ମଧ୍ୟ ଭିଡିଓ କନଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ବିଧାନସଭା ଅଧିବେଶନ କାର୍ଯ୍ୟରେ ଅଂଶଗ୍ରହଣ କରୁଥିଲେ । ଆଜି ରାଜ୍ୟପାଳଙ୍କ ଅଭିଭାଷଣ ସମୟରେ ଗୃହରେ ଉପସ୍ଥିତ ଥିଲେ ମୁଖ୍ୟମନ୍ତ୍ରୀ । ଦିବଂଗତ ସଦସ୍ୟମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ଗୃହରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons