୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରଧାନମନ୍ତ୍ରୀଙ୍କ ସହ କରିବେ ଗୁରୁତ୍ଵପୂର୍ଣ୍ଣ ଆଲୋଚନା

Get real time updates directly on you device, subscribe now.

ଭୁବନେଶ୍ଵର: ୩ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତାକାଲି ଅପରାହ୍ନ ୧୨ଟାରେ ଦିଲ୍ଲୀରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ । ୩୧ ତାରିଖ ଦିନ ନବୀନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ କରିବାର ସମ୍ଭାବନା ରହିଛି । ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବାର କାର୍ୟ୍ୟକ୍ରମ ରହିଛି । ତେବେ ଜୁନ ୧ ତାରିଖ ସାଢ଼େ ୧୧ଟାରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ବାହାରି ଦିନ ଦୁଇଟାରେ ଭୁବନେଶ୍ୱର ପହଞ୍ଚିବେ ବୋଲି ସୂଚନା ମିଳିଛି।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons