ଅଲ୍ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ କନ୍ଫେଡେରେସନ

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ବ୍ୟୁରୋ): ଅଲ୍ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ କନ୍ଫେଡେରେସନ (ଏଆଇବିଓସି) ପକ୍ଷରୁ ବ୍ୟାଙ୍କ ଜାତୀୟକରଣର ସୁବର୍ଣ୍ଣ ଜୟନ୍ତୀ ପାଳିତ ହୋଇଯାଇଛି । ଏଥିରେ ବିଶିଷ୍ଟ ଶିକ୍ଷାବିତ୍ ଡ. ବିଜୟ କୁମାର ସାହୁ ମୁଖ୍ୟ ଅତିଥି ଓ ଅର୍ଥନୀତିଜ୍ଞ ପ୍ରଫେସର ଡ. ଦିବାକର ନାୟକ ମୁଖ୍ୟବକ୍ତା ଭାବେ ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଏଆଇବିଓସିର ରାଜ୍ୟ ସଭାପତି ମନୋରଞ୍ଜନ ଦାସ, ସମ୍ପାଦକ ସବ୍ୟସାଚୀ ସ୍ୱାଇଁ, ସର୍ବଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଅଫିସର ଫେଡେରେସନର ସଭାପତି ସମ୍ବିତ ମିଶ୍ର, ରାଜ୍ୟ ସଭାପତି ଅରୁଣ ବିଶୋୟୀ, ପିଏନ୍ବି ଅଫିସର ଫେଡେରେସନର ଅଧ୍ୟକ୍ଷ ପ୍ରମୋଦ ମେକାପ, ଏଆଇବିଓସିର ଜାତୀୟ କାର୍ଯ୍ୟକାରୀ ସଦସ୍ୟ ତଥା ସେଣ୍ଟ୍ରାଲ ବ୍ୟାଙ୍କ ଅଫିସର୍ସ ଆସୋସିଏସନ୍ ସାଧାରଣ ସମ୍ପାଦକ ଦାମୋଦର ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons