ମେଷ : ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଉଚ୍ଚ ଆଶା ପୂରଣ ହେବ । ସାଂସାରିକ ସୁଖ ସମ୍ମାନ ପାଇବେ । ପ୍ରଶାସନିକ ଓ ରାଜନୀତିରେ ଲୋକପ୍ରିୟତା । ବୃଦ୍ଧି ପାଇବ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ ।
ବୃଷ : କୃଷ୍ଣ ପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଅସ୍ଥିର ମନା ରହିବେ । ସାଂସାରିକ ଅନ୍ୟ ପାଇଁ ସମସ୍ୟାରେ ପଡିବେ । ·କିରିରେ ଅସହଯୋଗ ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ସ୍ଥିତି ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।
ମିଥୁନ : ଅଷ୍ଟମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ଠକାମୀରେ ପଡିପାରନ୍ତି । ସାଂସାରିକ ବିଚଳିତ ରହିବେ । ମହିଳାମାନେ ହତୋତ୍ସବ ରହିବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ବିଶେଷ ଆୟ ହେବ ନାହିଁ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲିଭର ।
କର୍କଟ : ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ର ଉତ୍ସାହ ଜନକ ରହିବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ରାଜନୀତିରେ ଚଳଚଞ୍ଚଳ ରହିବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍ ।
ସିଂହ : ଷଷ୍ଠ ଭାବରେ ଘାତଚନ୍ଦ୍ର କାରଣରୁ କିଛିଟା ଉତ୍ତେଜନା ରହିବି । ସାଂସାରିକ କର୍ମତତ୍ପର ରହିବେ । ମହିଳାମାନେ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ । ପରିହବନ ଓ ବାଣିଜ୍ୟରେ ପ୍ରତିକୂଳ ରହିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
କନ୍ୟା : କୃଷ୍ଣପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଖର୍ଚ୍ଚାନ୍ତ ରହିବ । ସାଂସାରିକ ଭୁଲ୍ ବୁଝାମଣା ରହିବ । ମହିଳାମାନେ ଉଦାରମନା ରହିବେ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲିଭର ।
ତୁଳା : କୃଷ୍ଣ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ସହଯୋଗ ପାଇବେ । ସାଂସାରିକ ଅତିଥିଙ୍କ ଆଗମନ ହୋଇପାରେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶିକ୍ଷାର୍ଥୀ ସଫଳ ହେବେ । ଶୁଭଅଙ୍କ-୮, ଶୁଭରଙ୍ଗ-କଳା ।
ବିଛା : ତୃତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସଫଳ ହେବେ । ସାଂସାରିକ ଉନ୍ନତି କରିବେ । ମହିଳାମାନେ ସ୍ୱାଧୀନ ଭାବରେ ସମୟ କଟାଇବେ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।
ଧନୁ : କୃଷ୍ଣ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଆବଦ୍ଧ ଯୋଗ ରହିବ । ସାଂସାରିକ ଖର୍ଚ୍ଚାନ୍ତ ଓ ବିଳମ୍ବ ଦେଖାଦେବ । ମହିଳାମାନେ ଅସ୍ଥିରମନା ରହିବେ । ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍ ।
ମକର : ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନ ଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ । ଉଭୟେ ପ୍ରେମ ଓ ସାଂସାରିକ ଉତ୍ତମ ବୁଝାମଣା ରହିବ । ·କିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ । ବାଣିଜ୍ୟରେ ପ୍ରସାର ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍ ।
କୁମ୍ଭ : କୃଷ୍ଣ ପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ବହୁ ଚେଷ୍ଟା କରି ସଫଳ ହେବେ । ସାଂସାରିକ ଭ୍ରମଣ କରିବାର ସୁଯୋଗ ଆସିବ । ପରିବହନ ଓ ବାଣିଜ୍ୟରେ ସ୍ୱଳ୍ପ ଆୟ ହେବ । ଶୁଭଅଙ୍କ-୮, ଶୁଭରଙ୍ଗ-କଳା ।ମୀନ : ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦୀର୍ଘଦିନର ସ୍ୱପ୍ନ ସାକାର ହେବ । ସାଂସାରିକ ବସ୍ତ୍ରାଦି ଆଭୁଷଣ ପ୍ରାପ୍ତି ହୋଇପାରେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରୀମ୍ ।
Comments are closed, but trackbacks and pingbacks are open.