ଆଜିର ରାଶିଫଳ

Get real time updates directly on you device, subscribe now.

ମେଷ : ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟସିଦ୍ଧି ସହ ମାନ ସମ୍ମାନ ବୃଦ୍ଧି ପାଇବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ମହିଳାମାନେ ଆଦରଣୀୟା ହେବେ । ପରିବହନ ଓ ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ ।
ବୃଷ : କୃଷ୍ଣ ପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ମନ୍ଥରତା ରହିବ । ସାଂସାରିକ ଆୟ ବ୍ୟୟ ସମାନ ରହିବ । ·କିରିରେ କାର୍ଯ୍ୟ ବ୍ୟସ୍ତତା ରହିବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ବିୋଷ ଭୟ ହେବ ନାହିଁ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ : ଅଷ୍ଟମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ । ସାଂସାରିକ ବିଚଳିତ ରହିବେ । ରାଜନୀତିରେ ଶତୃବୃଦ୍ଧି ହେବେ । ·କିରିରେ କତ୍ତୃପକ୍ଷଙ୍କର ଚାପ ରହିବ । ବାଣିଜ୍ୟରେ କ୍ଷତି ହୋଇପାରେ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲିଭର ।
କର୍କଟ : ସପ୍ତମରେ ଚନ୍ଦ୍ରଙ୍କ ଚନଳ ହେତୁ ଦିନଟି ପ୍ରସନ୍ନତା ଭିତରେ କଟିବ । ସାଂସାରିକ ବନ୍ଧୁ ବାନ୍ଧବଙ୍କର ସହଯୋଗ ମିଳିବ । ମହିଳାମାନେ ଆଦର ସମ୍ମାନ ପାଇବେ । ପରିବହନ ଓ ବାଣିଜ୍ୟରେ ସନ୍ତୋଷ ଜନକ ଫଳ ମିଳିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ସିଂହ :ଷଷ୍ଠ ଭାବରେ ଘାତଚନ୍ଦ୍ର କାରଣରୁ କିଛିଟା ଉତ୍ତେଜନା ଭିତରେ କାର୍ଯ୍ୟ ସମାପନ କରିବେ । ସାଂସାରିକ ଆର୍ଥିକ ପରିବର୍ତ୍ତନ ଆସିବ । ·କିରିରେ ବ୍ୟସ୍ତ ବିବ୍ରତ ରହିବେ । ପରିବହନ ଓ ବାଣିଜ୍ୟରେ ପ୍ରତିକୂଳ ରହିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍ ।
କନ୍ୟା :ଶୁକ୍ଳ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ହେଉଥିବା କାର୍ଯ୍ୟ ଅଳ୍ପକେ ଅଟକି ଯାଇପାରେ । ସାଂସାରିକ ଗୁରୁଜନମାନଙ୍କୁ ନେଇ ଚିନ୍ତାରେ ରହିବେ । ପରିବହନ ଓ ବାଣିଜ୍ୟରେ ଆୟ ବ୍ୟୟ ସମାନ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।
ତୁଳା : ଶୁକ୍ଳ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ଚଳଚଞ୍ଚଳ ରହିବେ । ସାଂସାରିକ ବସ୍ତ୍ରାଦି ଆଭୁଷଣ ପ୍ରାପ୍ତି ହୋଇପାରେ । ·କିରିରେ ସହଯୋଗ ପାଇବେ । ବାଣିଜ୍ୟରେ ସଫଳତା ମିଳିବ । ଶୁଭଅଙ୍କ-୬, ଶୁଭରଙ୍ଗ-ଧଳା ।
ବିଛା : ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ ଉଚ୍ଚ ଆଶା ପୂରଣ ହେବ । ସାଂସାରିକ ଉନ୍ନତି କରିବେ । ପ୍ରଶାସନିକ ଓ ରାଜନୀତିରେ ସକ୍ରୀୟ ରହିବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରୀମ୍ ।
ଧନୁ : କୃଷ୍ଣ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଆର୍ଥିକ ବିଷୟକୁ ନେଇ ଚିନ୍ତାରେ ରହିବେ । ସାଂସାରିକ ଅସ୍ଥିରମନା ରହିବେ । ·କିରିରେ କାର୍ଯ୍ୟଭାର ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ମକର : ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ବିଭିନ୍ନ ଉପାୟରେ ଉପାର୍ଜନ କରିବେ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ·କିରିରେ ପଦୋନ୍ନତି ହୋଇପାରେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସଫଳତା ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।
କୁମ୍ଭ : କୃଷ୍ଣ ପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ପରିଶ୍ରମ କରି କାର୍ଯ୍ୟ ହାସଲ କରିବେ । ସାଂସାରିକ ଚଳଚଞ୍ଚଳ ରହିବେ । ମହିଳାମାନେ ପରିଶ୍ରମୀ ହେବେ । ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭଅଙ୍କ-୩, ଶୁଭରଙ୍ଗ-କ୍ରୀମ୍ । ମୀନ : ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ସୁଖ ସମୃଦ୍ଧି ଭିତରେ କଟିବ । ସାଂସାରିକ ଦୂର ସ୍ଥାନକୁ ଯାଇ ପାରନ୍ତି । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲିଭର ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons