ଆଜିର ରାଶିଫଳ

Get real time updates directly on you device, subscribe now.

ମେଷ : ଶ୍ରୀଚନ୍ଦ୍ର କାରଣରୁ ଦିନଟି ସୁଖଦପୂର୍ଣ୍ଣ ରହିବ । ସାଂସାରିକ ଚଳଚଞ୍ଚଳ ରହିବେ । ·କିରିରେ ସହଯୋଗ ମିଳିବ । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ପ୍ରସାର ହେବ । ଶୁଭଅଙ୍କ-୩, ଶୁଭରଙ୍ଗ-କ୍ରୀମ୍ ।
ବୃଷ :କୃଷ୍ଣ ପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ପରିକ୍ରମ କରି ସଫଳତା ପାଇବେ । ସାଂସାରିକ ଦୂରସ୍ଥାନକୁ ଯାଇପାରନ୍ତି । କଳା, ବିଜ୍ଞାନ ଓ ବାଣିଜ୍ୟରେ ସ୍ୱଳ୍ପ ଲାଭ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ଧଳା ।
ମିଥୁନ :ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କୌଣସି ବଡଧରଣର ସଫଳତା ପାଇବେ । ସାଂସାରିକ ଉନ୍ନତି କରିବେ । ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
କର୍କଟ : ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ମହିଳାମାନେ ଆଦର ସମ୍ମାନ ପାଇବେ । ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲିଭର ।
ସିଂହ :କୃଷ୍ଣ ପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ଅବହେଳା ରହିବ । ସାଂସାରିକ ବ୍ୟୟ ବହୁଳତା ରହିବ । ରାଜନୀତିରେ ବିରୋଧି ବୃଦ୍ଧି ପାଇବେ । ବାଣିଜ୍ୟରେ ସମସ୍ୟା ରହିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍ ।
କନ୍ୟା : ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ବାଧା ବିଘ୍ନ ରହିବ । ସାଂସାରିକ ଅର୍ଥାଭାବ ରହିବ । ପ୍ରଶାସନିକ ଓ ରାଜନୀତିରେ ଅଭିଯୋଗ ଆସିପାରେ । ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲଭର
ତୁଳା :ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ପଡୋଶୀଙ୍କ ସହଯୋଗ ମିଳିବ । ·କିରିରେ ପଦୋନ୍ନତି ହୋଇପାରେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭଅଙ୍କ-୮, ଶୁଭ ରଙ୍ଗ-ନୀଳ
ବିଛା : ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ଦୃଢ଼ମନା ରହିବେ । ସାଂସାରିକ ଅର୍ଥପ୍ରାପ୍ତି ହେବ । ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ । ବାଣିଜ୍ୟରେ ଲାଭାନ୍ନିତ ହେବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ଧନୁ : କୃଷ୍ଣ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ସମସ୍ୟା ରହିବ । ସାଂସାରିକ ଅସ୍ଥିରମନା ରହିବେ । ମହିଳାମାନେ ଚିନ୍ତାରେ ରହିବେ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭଅଙ୍କ-୩, ଶୁଭରଙ୍ଗ-ଗୋଲଡେନ୍ ।
ମକର : କୃଷ୍ଣ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ବନ୍ଧୁବାନ୍ଧବଙ୍କ ଆଗମନ ହୋଇପାରେ । ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲିଭର ।
କୁମ୍ଭ : ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଚତୁରତାର ସହ କାର୍ଯ୍ୟ ହାସଲ କରିବେ । ସାଂସାରିକ ସୁଖ ସମ୍ମାନ ପାଇବେ । ·କିରିରେ ସମ୍ମାନ ପାଇବେ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରୀମ୍ ।ମୀନ : କୃଷ୍ଣ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଅସହଯୋଗ ରହିବ । ସାଂସାରିକ ଭୁଲ୍ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ମନ୍ଥର ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons