ମେଷ: କୃଷ୍ଣ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କେତେକ ସମସ୍ୟାକୁ ନେଇ ବିଚଳିତ ରହିବେ । ସାଂସାରିକ ଅର୍ଥଚିନ୍ତା ରହିବ । ରାଜନୀତିରେ ଜଟିଳ ପରିସ୍ଥିତି ରହିବ । ·କିରିରେ କାର୍ଯ୍ୟଭାର ରହିବ । ପରିବହନ ଓ ବାଣିଜ୍ୟରେ ପ୍ରତିକୂଳତା ରହିବ । ଶୁଭଅଙ୍କ-୧, ଶୁଭରଙ୍ଗ-ପିଙ୍କ୍ ।
ବୃଷ: ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ସମାଜରେ ସୁନାମ ବଢ଼ିବ । ସାଂସାରିକ ସମସ୍ୟାରୁ ମୁକ୍ତି ପାଇବେ । ·କିରିରେ ସହଯୋଗ ମିଳିବ । ମହିଳାମାନେ ଯଶକୀର୍ତ୍ତି ପାଇବେ । ପରିବହନ ଓ ବାଣିଜ୍ୟରେ ସନ୍ତୋଷ ଜନକ ଫଳ ମିଳିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ: କୃଷ୍ଣ ପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବହୁ ଚେଷ୍ଟା କରି ସଫଳ ହେବେ । ସାଂସାରିକ ଚଳଚଞ୍ଚଳ ରହିବେ । ·କିରିରେ ନିଷ୍ଠାପର ରହିବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସଫଳତା ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ଆକାଶୀ ।
କର୍କଟ: ଏକାଦଶରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମକ୍ଷେତ୍ରରେ ଉଚ୍ଚ ଆଶା ପୂରଣ ହେବ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ଆତ୍ମନିର୍ଭରଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରୀମ୍ ।
ସିଂହ: ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟସିଦ୍ଧି ସହ ମାନ ସମ୍ମାନ ବୃଦ୍ଧି ପାଇବ । ସାଂସାରିକ ଉନ୍ନତି କରିବେ । ·କିରିରେ ସହଯୋଗ ମିଳିବ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ଓ ସଞ୍ଚୟ ହେବ । ଶୁଭଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।
କନ୍ୟା: କୃଷ୍ଣ ପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ଅସହଯୋଗ ରହିବ । ସାଂସାରିକ ଧର୍ମାଦି କାର୍ଯ୍ୟରେ ବ୍ୟୟ କରିବେ । ରାଜନୀତିରେ ବିରୋଧି ବୃଦ୍ଧି ପାଇବେ । ବାଣିଜ୍ୟରେ ସମସ୍ୟା ରହିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ତୁଳା: ଅଷ୍ଟମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମକ୍ଷେତ୍ରରେ ଶତୃବୃଦ୍ଧି ହେବେ । ସାଂସାରିକ ଅନିଶ୍ଚିତତା ଭିତରେ ଗତି କରିବେ । ·କିରିରେ ସହକର୍ମୀଙ୍କ ସହ ମନାନ୍ତର ହୋଇପାରେ । ବାଣିଜ୍ୟରେ ହାନି ହୋଇପାରେ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।
ବିଛା:ସପ୍ତମରେ ଘାତଚନ୍ଦ୍ର କାରଣରୁ କେତେକ କାର୍ଯ୍ୟକୁ ନେଇ ଚିନ୍ତାରେ ରହିବେ । ସାଂସାରିକ ଉତ୍ତେଜନା ରହିବ । ମହିଳାମାନେ ଅସ୍ଥିରମନା ରହିବେ । ପରିବହନ ଓ ବାଣିଜ୍ୟରେ ପ୍ରତିକୂଳତା ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ ।
ଧନୁ: ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ସବୁରୀ କାର୍ଯ୍ୟରେ ଆଗେଇ ·ଲିବେ । ସାଂସାରିକ ସୁଖୀ ରହିବେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୩, ଶୁଭରଙ୍ଗ-କ୍ରୀମ୍ ।
ମକର: କୃଷ୍ଣ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଆବଦ୍ଧ ଯୋଗ ରହିବ । ସାଂସାରିକ ସମସ୍ୟା ରହିବ । ·କିରିରେ କାର୍ଯ୍ୟଭାର ରହିବ । ପରିବହନ ଓ ବାଣିଜ୍ୟରେ ମନ୍ଥରତା ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କୁମ୍ଭ: କୃଷ୍ଣ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଚଳଚଞ୍ଚଳ ରହିବେ । ସାଂସାରିକ ସୁଖୀ ରହିବେ । ମହିଳାମାନେ ଗୃହକାର୍ଯ୍ୟରେ ବ୍ୟସ୍ତ ରହିବେ । ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍ । ମୀନ: ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ସହଯୋଗ ପାଇବେ । ସାଂସାରିକ ଭାତୃଭଗ୍ନିଙ୍କର ସହଯୋଗ ପାଇବେ । ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।
Comments are closed, but trackbacks and pingbacks are open.