ମେଷ: ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଦେହ ଓ ମନ ଭଲ ରହିବ । ସାଂସାରିକ ଦ୍ରବ୍ୟଲାଭ ଯୋଗ ରହିଛି । ଆୟ ଉତ୍ତମ ହେବ । ମହିଳାମାନେ ସମ୍ମାନ ପାଇବେ । ·କିରିରେ ମାନ ମର୍ଯ୍ୟାଦା ବୃଦ୍ଧି ହେବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୨, ଶୁଭରଙ୍ଗ-ସିଲିଭର ।
ବୃଷ: କୃଷ୍ଣ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ ଅସ୍ଥିର ଓ ଆଶଙ୍କା ଭିତରେ ଗତି କରିବେ । ଆୟ ବ୍ୟୟ ସମାନ ରହିବ । ·କିରିରେ କାର୍ଯ୍ୟ ଭାର ରହିବ । ରାଜନୀତିରେ ପ୍ରତିଦ୍ୱନ୍ଦ୍ୱିତା ରହିବ । ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-କଳା ।
ମିଥୁନ: ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଟି କର୍ମଚଞ୍ଚଳ ରହିବେ । ସମାଜରେ ଅଭିନନ୍ଦିତ ହେବେ । ନୂତନ ଯୋଜନା କରି ସଫଳ ହେବେ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲିଭର ।
କର୍କଟ: କୃଷ୍ଣ ପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ବହୁ ଚେଷ୍ଟା କରି ସଫଳ ହେବେ । ସାଂସାରିକ ଦୂରସ୍ଥାନକୁ ଯାଇପାରନ୍ତି । ମହିଳାମାନେ ଆଦରଣୀୟା ହେବେ । ବାଣିଜ୍ୟରେ କିଛିଟା ସଫଳ ହେବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।
ସିଂହ: ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବିଭିନ୍ନ ଉପାୟରେ ଆୟ ହେବ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-କ୍ରୀମ୍ ।
କନ୍ୟା: ଦଶମରେ ଘାତଚନ୍ଦ୍ର କାରଣରୁ କୌଣସି ବଡ କାର୍ଯ୍ୟକୁ ନେଇ ଚିନ୍ତା ରହିବ । ସାଂସାରିକ ବିରକ୍ତିମନା ରହିବେ । ରାଜନୀତିରେ ଚଳଚଞ୍ଚଳ ରହିବେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ସିଲିଭର ।
ତୁଳା: କୃଷ୍ଣ ପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କେତେକ କାର୍ଯ୍ୟକୁ ନେଇ ଚିନ୍ତା ରହିବ । ସାଂସାରିକ ଅନ୍ୟ ପାଇଁ ଅପଦସ୍ତ ହେବେ । ରାଜନୀତିରେ ଲୋକପ୍ରିୟତା ହ୍ରାସ ପାଇବ । ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
ବିଛା: ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ ହେଉଥିବା କାର୍ଯ୍ୟ ବିଗିଡ଼ି ଯାଇପାରେ । ସାଂସାରିକ ଦ୍ରବ୍ୟାଦିହାନି ହୋଇପାରେ । ମହିଳାମାନେ ଅପଯଶ ପାଇବେ । ବାଣିଜ୍ୟରେ କ୍ଷତି ହୋଇପାରେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ ।
ଧନୁ: ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ର ଉତ୍ସାହଜନକ ରହିବ । ସାଂସାରିକ ଧନ ସମ୍ମାନ ପାଇବେ । ରାଜନୀତିରେ ଓ ପ୍ରଶାସନିକ ଲୋକ ସଂପର୍କ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୩, ଶୁଭରଙ୍ଗ-ଗୋଲଡେନ୍ ।
ମକର: ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ପରିଶ୍ରମର ଫଳ ମିଳିବ । ସାଂସାରିକ ଭ୍ରମଣ କରିବାର ସୁଯୋଗ ଆସିବ । ମହିଳାମାନେ ରକ୍ଷଣଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ଲାଭାନ୍ନିତ ହେବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲିଭର ।
କୁମ୍ଭ: କୃଷ୍ଣ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ରହିବ । ସାଂସାରିକ ଭୁଲ୍ ବୁଝାମଣା ରହିବ । ମହିଳାମାନେ ଅସ୍ଥିରମନା ରହିବେ । ବାଣିଜ୍ୟରେ ବ୍ୟୟ ବହୁଳ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।ମୀନ: କୃଷ୍ଣ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଉଦ୍ଯୋଗ କରି ସଫଳ ହେବେ । ସାଂସାରିକ ଅତିଥିଙ୍କ ଆଗମନ ହୋଇପାରେ । ପରିବହନ ଓ ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ ।
Comments are closed, but trackbacks and pingbacks are open.