ଆଜିର ରାଶିଫଳ

Get real time updates directly on you device, subscribe now.

ମେଷ: ସପ୍ତମରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ପ୍ରସନ୍ନତା ଭିତରେ କଟିବ । ସାଂସାରିକ ସୁଖ ସମ୍ମାନ ପାଇବେ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ବୃଷ: ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ପରିଶ୍ରମୀ ହେବେ । ଉଭୟେ ପ୍ରେମ ଓ ସାଂସାରିକ ଉତ୍ତମ ବୁଝାମଣା ରହିବ । ମହିଳାମାନେ ଆତ୍ମ ନିର୍ଭରଶୀଳ ହେବେ । ବାଣିଜ୍ୟରେ ଲାଭ ପାଇବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ: ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ ଯୋଜନା କରି ସଫଳ ହେବେ । ସାଂସାରିକ ସହଯୋଗ ପାଇବେ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
କର୍କଟ: ଶୁକ୍ଳପକ୍ଷ ଚତୁର୍ଥରେ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସମସ୍ୟା ରହିବ । ସାଂସାରିକ ଭୁଲ୍ ବୁଝାମଣା ରହିବ । ମହିଳାମାନେ ହତୋତ୍ସାହ ରହିବେ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ସିଲ୍ଭର ।
ସିଂହ:ତୃତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ସୁଖୀ ରହିବେ । ପ୍ରଶାସନିକ ଓ ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
କନ୍ୟା: ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଅର୍ଥ ସମ୍ମାନ ପାଇବେ । ସାଂସାରିକ ସୁଖ ଶାନ୍ତି ପ୍ରାପ୍ତି ହେବ । ପରିବହନ ଓ ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
ତୁଳା: ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଟି ହର୍ଷୋଲ୍ଲାସରେ କଟିବ । ସାଂସାରିକ ଚଳଚଞ୍ଚଳ ରହିବେ । ରାଜନୀତିରେ ପ୍ରସିଦ୍ଧି ବଢ଼ିବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଶାଜନକ ଫଳ ମିଳିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।
ବିଛା:ଶୁକ୍ଳପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ପଛେଇ ରହିବେ । ସାଂସାରିକ ସମସ୍ୟା ରହିବ । ରାଜନୀତିରେ ବିରୋଧୀ ବୃଦ୍ଧି ପାଇବେ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।
ଧନୁ: ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦୀର୍ଘ ଦିନର ଆଶା ପୂରଣ ହେବ । ସାଂସାରିକ ଧନ ସମ୍ମାନ ପାଇବେ । ଚାକିରିରେ ପଦୋନ୍ନତି ହୋଇପାରେ । ବାଣିଜ୍ୟରେ ସଞ୍ଚୟ ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍ଭର ।
ମକର: ଦଶମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ବସ୍ତ୍ରାଦି ଆଭୁଷଣ କ୍ରୟ କରିପାରନ୍ତି । ପ୍ରଶାସନିକ ଦାୟିତ୍ୱବୋଧ ରହିବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
କୁମ୍ଭ: ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ଦାନ ଧର୍ମରେ ମନ ରହିବ । ଚାକିରିରେ ନିଷ୍ଠା ରହିବ । ପରିବହନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ । ମୀନ: ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସମସ୍ୟା ରହିବ । ସାଂସାରିକ ଅଶାନ୍ତି ରହିବ । ରାଜନୀତିରେ ଜଟୀଳ ପରିସ୍ଥିତି ରହିବ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।ିଫଳ

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons