ଆଜିର ରାଶିଫଳ

Get real time updates directly on you device, subscribe now.

ମେଷ: ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ ବିଭିନ୍ନ ବାଟରେ କ୍ଷତିଗ୍ରସ୍ତ ହେବେ । ସାଂସାରିକ ଚିନ୍ତାରେ ରହିବେ । ମହିଳାମାନେ ନିଜକୁ ହେୟ ମନେ କରିବେ । ପରିବହନ ଓ ବାଣିଜ୍ୟରେ ପ୍ରତିକୂଳତା ରହିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।
ବୃଷ: ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦେହ ଓ ମନ ଭଲ ରହିବ । ସାଂସାରିକ ଆୟ ଅବ୍ୟାହତ ରହିବ । ପ୍ରଶାସନିକ ଓ ରାଜନୀତିରେ ଧନ ସମ୍ମାନ ପାଇବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ: ଷ୍େଠ ଭାବରେ ପରିକ୍ରମଣ ହେତୁ କର୍ମ କ୍ଷେତ୍ରରେ ସାଫଲ୍ୟ ଯୋଗ ରହିଛି । ସାଂସାରିକ ଆର୍ଥିକ ସ୍ୱଚ୍ଛଳତା ରହିବ । ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ । ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
କର୍କଟ: ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ଆନୁଷ୍ଠାନିକ କର୍ମରେ ଯୋଗଦାନ କରିପାରନ୍ତି । ସାଂସାରିକ ଗୁରୁଜନମାନଙ୍କ ପରାମର୍ଶ କ୍ରମେ କାର୍ଯ୍ୟ କରିବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ସିଂହ:ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ହେଉଥିବା କାର୍ଯ୍ୟ ସ୍ଥଗିତ ହୋଇପାରେ । ସାଂସାରିକ ଭୁଲ୍ ବୁଝାମଣା ରହିବ । ରାଜନୀତିରେ ଲୋକ ସମ୍ପର୍କ ହ୍ରାସ ପାଇବ । ବାଣିଜ୍ୟରେ ସମସ୍ୟା ରହିବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।
କନ୍ୟା: ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ ବିଭିନ୍ନ ଦିଗରୁ ଅର୍ଥଲାଭ ଯୋଗ ରହିଛି । ସାଂସାରିକ ଉନ୍ନତି ହୋଇପାରେ । ଚାକିରିରେ ପଦୋନ୍ନତି ହୋଇପାରେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
ତୁଳା: ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ନୂତନ ଦିଗ୍ଦର୍ଶନ ପାଇବେ । ସାଂସାରିକ ସୁଖୀ ରହିବେ । ରାଜନୀତିରେ ସକ୍ରିୟ ରହିବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
ବିଛା:ଶ୍ରୀଚନ୍ଦ୍ର କାରଣରୁ ଦିନଚର୍ଯ୍ୟା ସୁଖଦପୂର୍ଣ୍ଣ ରହିବ । ସାଂସାରିକ ଚଳଚଞ୍ଚଳ ରହିବେ । ପ୍ରଶାସନିକ ଓ ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ଧନୁ: ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କାର୍ଯ୍ୟ ବିଳମ୍ବ ଓ ଖର୍ଚ୍ଚାନ୍ତ ଯୋଗ ରହିଛି । ସାଂସାରିକ ଅଶାନ୍ତି ରହିବ । ପରିବହନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।
ମକର: ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କାର୍ଯ୍ୟ ସିଦ୍ଧି ସହ ମାନ ସମ୍ମାନ ପାଇବେ । ସାଂସାରିକ ବସ୍ତ୍ରାଦି ଆଭୁଷଣ ପ୍ରାପ୍ତି ହେବ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।
କୁମ୍ଭ: ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ସାଂସାରିକ ସୁଖ ସମ୍ମାନ ପାଇବେ । ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।ମୀନ: ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ପ୍ରତି କାର୍ଯ୍ୟରେ ସଫଳ ହେବେ । ସାଂସାରିକ ଧର୍ମ କର୍ମରେ ମନ ରହିବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons