ମେଷ: ଦଶମରେ ଚନ୍ଦ୍ରଙ୍କ ପାରଗମନ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ଉଭୟେ ପ୍ରେମ ଓ ସାଂସାରିକ ସୁଖମୟ ରହିବ । ମହିଳାମାନେ ଆଦର ସମ୍ମାନ ପାଇବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ମ୍ ମୁତାବକ ଫଳ ମିଳିବ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।
ବୃଷ: ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଯୋଜନା କରି ସଫଳତା ପାଇବେ । ସାଂସାରିକ ସଂସ୍କାର ବୃଦ୍ଧି ପାଇବ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଲଭାନ୍ୱିତ ହେବେ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ: ଦୁଃସ୍ଥାନରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରରେ ଠକାମୀରେ ପଡ଼ିପାରନ୍ତି । ସାଂସାରିକ ସମସ୍ୟା ବହୁଳ ରହିବ । ଚାକିରିରେ ଅସହଯୋଗ ରହିବ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
କର୍କଟ: ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଚର୍ମ କ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ସାଂସାରିକ ସୁଖ ସନ୍ତୋଷ ପ୍ରାପ୍ତି ହେବ । ପ୍ରଶାସନିକ ସୁନାମ ପାଇବେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।
ସିଂହ:ଷଷ୍ଠ ଭାବରେ ଘାତଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ କୌଣସି ବିଷୟକୁ ନେଇ ଉତ୍ତେଜନା ରହିବ । ସାଂସାରିକ ବ୍ୟସ୍ତ ବିବ୍ରତ ରହିବେ । ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
କନ୍ୟା: ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ଅନ୍ୟର ସହାୟତା ପାଇ ଉନ୍ନତି କରିବେ । ସାଂସାରିକ ସୁଖ ସନ୍ତୋଷ ପ୍ରାପ୍ତି ହେବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
ତୁଳା: ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ । ସାଂସାରିକ ସମସ୍ୟା ରହିବ । ମହିଳାମାନେ ବିରକ୍ତିମନା ରହିବେ । ପରିବହନ ଓ ବାଣିଜ୍ୟରେ ମନ୍ଥରତା ରହିବ । ଶୁଭ ଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ବିଛା:ତୃତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କୌଣସି ବଡ଼ ଧରଣର ସଫଳତା ପାଇପାରନ୍ତି । ଉଭୟେ ପ୍ରେମ ଓ ସାଂସାରିକ ମଧୁର ସମ୍ପର୍କ ରହିବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ଧଳା ।
ଧନୁ: ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସୁଖ ସମ୍ମାନ ପାଇବେ । ସାଂସାରିକ ସହଯୋଗ ପାଇବେ । ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ମକର: ଚନ୍ଦ୍ରଙ୍କ ସ୍ୱ-ପାରଗମନ ହେତୁ ଦିନଚର୍ଯ୍ୟା ବିଳାସବ୍ୟସନରେ କଟିବ । ସାଂସାରିକ ବସ୍ତ୍ରାଦି ଆଭୁଷଣ ପ୍ରାପ୍ତି ହୋଇପାରେ । ଚାକିରିରେ ପ୍ରଶଂସିତ ହେବେ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।
କୁମ୍ଭ: ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ହେଉଥିବା କାର୍ଯ୍ୟ ସ୍ଥଗିତ ରହିପାରେ । ସାଂସାରିକ ଅଶାନ୍ତି ରହିବ । ରାଜନୀତିରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବ । ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ । ମୀନ: ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ମନ ମୁତାବକ ଫଳ ପାଇବେ । ସାଂସାରିକ ଉନ୍ନତି କରିବେ । ଚାକିରିରେ ପଦୋନ୍ନତି ହୋଇପାରେ । ପରିବହନ ଓ ବାଣିଜ୍ୟରେ ସଞ୍ଚୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।
Comments are closed, but trackbacks and pingbacks are open.