ଆନ୍ଧ୍ର ରାଜ୍ୟପାଳଙ୍କୁ ଅଭିନନ୍ଦନ ଜଣାଇଲେ ଧର୍ମେନ୍ଦ୍ର

Get real time updates directly on you device, subscribe now.

ଭୁବନେଶ୍ୱର,(ବିି.ବି.ବ୍ୟୁରୋ): ବରିଷ୍ଠ ବିଜେପି ନେତା ତଥା ନବ ନିଯୁକ୍ତ ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଶନିବାର ବାସଭବନରେ ଭେଟି ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଦାନ । ବିଶ୍ୱଭୂଷଣ ବାବୁ ସବୁବେଳେ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ସ୍ୱାଭିମାନର ପ୍ରତୀକ ଭାବେ ସାଲିସ୍ବିହୀନ ସଂଗ୍ରାମ କରିଛନ୍ତି ବୋଲି ଶ୍ରୀ ପ୍ରଦାନ ସାମାଜିକ ଗଣମାଧ୍ୟମରେ ଉଲ୍ଲେଖ କରିଛନ୍ତି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons