
ଭୁବନେଶ୍ବର : ଉତ୍କଳ ଦିବସ ଅବସରରେ ଭିଡିଓ ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବୀନ କହିଛନ୍ତି, ‘ଓଡିଶା ଏବେ ଶାନ୍ତି ଓ ବିକାଶର ନୂଆ ପରିଚୟ ହୋଇଛି । ବିଭିନ୍ନ କ୍ଷେତ୍ରରେ ଓଡିଶା ଉଲ୍ଲେଖନୀୟ ଅଗ୍ରଗତି କରିଛି । ବିକାଶର ନୂଆ ପରିଭାଷା ସାଜିଛି । ବିକାଶ କେବଳ ଏକ ସରକାରୀ ଆଭିମୁଖ୍ୟ ହେବା ଉଚିତ ନୁହେଁ । ଜନସାଧାରଣ ହେଉଛନ୍ତି ବିକାଶର ଭାଗିଦାର । ଆମର ପ୍ରକୃତ ବିକାଶ ପାଇଁ ବିକାଶ ପ୍ରକ୍ରିୟାକୁ ଏକ ଜନ ଆନ୍ଦୋଳନରେ ପରିଣତ କରିବାକୁ ହେବ ।’
Comments are closed, but trackbacks and pingbacks are open.