କରୋନାର ମୁକାବିଲା ନେଇ ଗଞ୍ଜାମ ଜିଲ୍ଲାପାଳ ନେଲେ ବଡ଼ ନିଷ୍ପତ୍ତି

Get real time updates directly on you device, subscribe now.

ବ୍ରହ୍ମପୁର: କରୋନାର ମୁକାବିଲା ପାଇଁ ଗଞ୍ଜାମ ଜିଲ୍ଲାପାଳ ବଡ଼ ନିଷ୍ପତ୍ତି ନେଇଛନ୍ତି। ‌ଆସନ୍ତାକାଲିଠାରୁ ଜିଲ୍ଲାରେ ଘରକୁ ଘର ବୁଲି ହେବ ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା। ଜିଲ୍ଲାର ପ୍ରାୟ ୪୦ ଲକ୍ଷ ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ ବୋଲି ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଲୋକସମ୍ପର୍କ କାର୍ୟ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୪୨ରେ ପହଞ୍ଚିଛି ଥିବା ବେଳେ ଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏଯାବତ୍ ଗଞ୍ଜାମ ଜିଲ୍ଲାରେ କେହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons