କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ଶୋକ

Get real time updates directly on you device, subscribe now.

ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ବରିଷ୍ଠ ନେତ୍ରୀ ସୁଷମା ସ୍ୱରାଜଙ୍କ ଆକସ୍ମିକ ବିୟୋଗରେ ମୁଁ ମର୍ମାହତ । ଏହା ବିଜେପି ପାଇଁ ଏବଂ ଦେଶ ପାଇଁ ଅପୂରଣୀୟ କ୍ଷତି । ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦ୍ଗତି କାମନା କରୁଛି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons