ଗଜପତି,ଶଙ୍କରାଚାର୍ଯ୍ୟଙ୍କ ଅନୁରୋଧକୁ ପାଳନ କରନ୍ତୁ ସରକାର: ସମୀର ମହାନ୍ତି

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ବୁ୍ୟରୋ):ରଥଯାତ୍ରା ଓ ଶ୍ରୀମନ୍ଦିର ପରିଚାଳନାରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଏବଂ ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କ ବିଶେଷ ଭୂମିକା ରହିଛି । ଏ ଦୁଇ ଆସ୍ଥାକେନ୍ଦ୍ର ଯେଉଁ ଅନୁରୋଧ ଓ ଅପେକ୍ଷା ରଖୁଛନ୍ତି, ରାଜ୍ୟ ସରକାର ତାହାକୁ ପାଳନ କରନ୍ତୁ ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି । ଶ୍ରୀ ମହାନ୍ତି ଏକ ପ୍ରେସ୍ ବିବୃତ୍ତିରେ କହିଛନ୍ତି ଯେ, ଗଜପତି ଗତକାଲି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ଏକ ଚିଠି ଲେଖିଛନ୍ତି । ରାଜ୍ୟ ସରକାରଙ୍କୁ ଯେଉଁ ଅନୁରୋଧ ଓ ଅପେକ୍ଷା ରଖିଛନ୍ତି, ରାଜ୍ୟ ସରକାର ଏହାକୁ ରକ୍ଷା କରନ୍ତୁ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons