ଗାଧୋଇବା ବେଳେ ପାଣିରେ ବୁଡି ଯୁବକଙ୍କ ମୃତ୍ୟୁ

Get real time updates directly on you device, subscribe now.

ବ୍ରହ୍ମପୁର: ବ୍ରହ୍ମପୁରରେ ଅଘଟଣ । ପୋଖରୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଯୁବକଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକର ନାଁ ସୁନୀଲ ସେଠୀ। କିଛି ଘଣ୍ଟା ବିତି ଯାଇଥିଲେ ବି ସେ ଫେରି ନଥିଲେ। ବହୁ ଖୋଜାଖୋଜି ପରେ ପରିବାର ଲୋକେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ମୃତ ସୁନୀଲ ସେଠୀଙ୍କ ମୃତଦେହ ଉଦ୍ଧାର କରିଛନ୍ତି।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons