କୋରାପୁଟ: ଆନ୍ଧ୍ର ଓଡିଶା ସୀମାନ୍ତ ସାଲୁର ଘାଟିରେ ମାଟି ଅତଡ଼ା ଧସିବା ଫଳରେ ଯାନବାହାନ ଚଳାଚଳ ପ୍ରଭାବିତ ହୋଇଛି।
୨୬ନମ୍ବର ଜାତୀୟ ରାଜପଥରେ ଅଟକି ରହିଥିବା ଗାଡ଼ି ଗୁଡ଼ିକ ଗୋଟିଏ ପାର୍ଶ୍ୱରେ ଚଳାଚଳ କରୁଛି। ଫଳରେ ଧୀରେ ଧୀରେ ଗାଡ଼ି ଚଳାଚଳ ସ୍ୱାଭାବିକ ହେଉଥିବା ଜଣାପଡ଼ିଛି।ଗତକାଲି ବିଳମ୍ବିତ ରାତିରେ ସାଲୁର ଘାଟିରେ ମାଟି ଅତଡ଼ା ଧସିବା ଯୋଗୁ ଭୁବନେଶ୍ୱରରୁ ଜୟପୁର ଓ ଜୟପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଗାଡ଼ି ଗୁଡ଼ିକ ଅଟକି ରହିଥିଲା।
Comments are closed, but trackbacks and pingbacks are open.