ଚମ୍ପୁଆ ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲା: ଦୋଷୀକୁ ଫାଶୀ ଦଣ୍ଡାଦେଶ

Get real time updates directly on you device, subscribe now.

ଚମ୍ପୁଆ : କେନ୍ଦୁଝର ଜିଲ୍ଲା ଚମ୍ପୁଆ ଅଞ୍ଚଳରେ ନାବାଳିକାକୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଅଭିଯୁକ୍ତକୁ କୋର୍ଟ ଫାଶୀ ଦଣ୍ଡ ଶୁଣାଇଛନ୍ତି।
୨୦୧୭ ମସିହାରେ ଚମ୍ପୁଆ ଅଞ୍ଚଳରେ ସୁନୀଲ ନାୟକ ନାମକ ଯୁବକ ଜଣେ ୩ ବର୍ଷର ନାବାଳିକାକୁ ଦୁଷ୍କର୍ମ କରିବା ପରେ ହତ୍ୟା କରିଥିଲା। ଆଜି କେନ୍ଦୁଝର ଏଡିଜେ ଏହି ମାମଲାର ଶୁଣାଣି କରି ପୋକ୍ସୋ ଆଇନ୍ ଅନୁସାରେ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଛନ୍ତି।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons