ଭୁବନେଶ୍ୱର,(ବି.ବି.ବୁ୍ୟରୋ୍): କରୋନାର ମୁକାବିଲା ପାଇଁ ସରକାରଙ୍କୁ ସହଯୋଗର ହାତ ବଢ଼ାଇଛି ରେଳ ବିଭାଗ । ପାଞ୍ଚ ହଜାର କୋଚକୁ କୋଭିଡ୍ କେୟାର ସେଣ୍ଟରରେ ପରିବର୍ତ୍ତନ କରାଯାଇଛି । ଭୁବନେଶ୍ୱର ଓ ଖୋର୍ଦ୍ଧାରେ କୋଭିଡ୍ କେୟାର କୋଚ୍ ପାଇଁ ରେଳ ବିଭାଗ ପକ୍ଷରୁ ସ୍ୱାସ୍ଥ୍ୟକର୍ମୀ ଯୋଗାଇ ଦିଆଯାଇଛି । ସମ୍ବଲପୁର, ଟିଟିଲାଗଡ଼, କଣ୍ଟାବାଞ୍ଝି, ରାୟଗଡ଼ା, କୋରାପୁଟ, ଝାରସୁଗୁଡା ଓ ରାଉରକେଲାରେ କୋଚ୍ ପ୍ରସ୍ତୁତ ପାଇଁ ଯୋଜନା ରହିଛି । ଏଥିପାଇଁ ନୋଡାଲ ଅଫିସର ନିଯୁକ୍ତି ଲାଗି ମୁଖ୍ୟ ଶାସନ ସଚିବଙ୍କୁ ଚିଠି ଲେଖିଛି ରେଳ ମନ୍ତ୍ରଣାଳୟ ।
Comments are closed, but trackbacks and pingbacks are open.