ବ୍ରହ୍ମପୁର : ଢାବାରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ବ୍ରହ୍ମପୁର ଉପଖଣ୍ଡ ହଳଦିଆପଦର ନିକଟ ଏକ ଢାବାରୁ ମିଳିଲା ମୃତଦେହ ମିଳିଛି। ଯୁବକଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିଛି।
ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ।ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ବ୍ରହ୍ମପୁର ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
Comments are closed, but trackbacks and pingbacks are open.