ଭୁବନେଶ୍ୱର : ରାଜ୍ୟରେ ବାହାରିଥିବା ତୃତୀୟ କରୋନା ପଜିଟିଭ ସଂସ୍ପର୍ଶରେ ୧୧୨ଜଣ ଆସିଛନ୍ତି । ସେମାନଙ୍କ ମଧ୍ୟରୁ ୧୫ଜଣଙ୍କ ପତା ମିଳିଛି । ସେଥିରୁ ୧୧ଜଣଙ୍କ ରକ୍ତ ନମୂନା ପରୀକ୍ଷା ପାଇଁ ପଠାଯାଇଛି । ସେମାନଙ୍କ ମଧ୍ୟରୁ ଜଣଙ୍କର ନେଗେଟିଭ୍ ଆସିଥିବା ବେଳେ ବାକି ୧୦ଜଣଙ୍କ ରିପୋର୍ଟକୁ ଅପେକ୍ଷା କରାଯାଇଛି । ଏନେଇ ଆଜି ସୂଚନା ଦେଇଛନ୍ତି କୋଭିଡ୍-୧୯ ମୁଖପାତ୍ର ସୁବ୍ରତ ବାଗଚୀ ।ରାଜ୍ୟରେ ୩ୟ କରୋନା ପଜିଟିଭ ଚିହ୍ନଟ ହେବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଖୋଲତାଡ ଆରମ୍ଭ ହୋଇଛି।
Comments are closed, but trackbacks and pingbacks are open.