ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିଲା ଦିକ୍ଷୀତଙ୍କ ପରଲୋକ

Get real time updates directly on you device, subscribe now.

ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ଶିଲା ଦିକ୍ଷୀତଙ୍କ ପରଲୋକ ହୋଇଛି। ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ। ଦିଲ୍ଲୀର ଏସ୍କୋଟ ହସ୍ପିଟାଲରେ ୮୧ ବର୍ଷ ବୟସରେ ଶନିବାର ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଶିଲା ଦିକ୍ଷୀତ ୧୯୯୮ ମସିହାରୁ ୨୦୧୩ ପର‌୍ୟନ୍ତ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଥିଲେ । ସେ ଦିଲ୍ଲୀ କଂଗ୍ରେସ କମିଟିର ଅଧ୍ୟକ୍ଷା ମଧ୍ୟ ଥିଲେ। ୧୯୩୮ ମସିହା ମାର୍ଚ୍ଚ ୧୧ ତାରିଖରେ ଜନ୍ମିତ ଶିଲାମୁଖ୍ୟମନ୍ତ୍ରୀ ହେବା ପୂର୍ବରୁ ସେ ୨ ଥର କେନ୍ଦ୍ରମନ୍ତ୍ରୀ ମଧ୍ୟ ଥିଲେ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons