ଦିଲ୍ଲୀ ଗସ୍ତରେ ନବୀନ

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ବୁ୍ୟରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୪ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି । ମୁଖ୍ୟମନ୍ତ୍ରୀ ଗୁରୁବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଅନୁÂିତ ହେବାକୁ ଥିବା ମହାତ୍ମା ଗାନ୍ଧିଙ୍କ ୧୫୦ତମ ଜନ୍ମ ଶତବାର୍ଷିକୀ ଉତ୍ସବ କମିଟି ବୈଠକରେ ଯୋଗ ଦେବେ । କେନ୍ଦ୍ର ସରକାରଙ୍କ ବିଭିନ୍ନ ମନ୍ତ୍ରୀଙ୍କୁ ଭେଟି ରାଜ୍ୟର ବିଭିନ୍ନ ଦାବି ସଂପର୍କରେ ମଧ୍ୟ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ଆସନ୍ତା ୨୨ରେ ଭୁବନେଶ୍ୱର ଫେରିବେ ବୋଲି ସୂଚନା ମିଳିଛି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons