ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା

Get real time updates directly on you device, subscribe now.

ମାଲକାନଗିରି : ଛତିଶଗଡ ସୀମାନ୍ତ ବିଜାପୁର ଜିଲ୍ଲାରେ ପୁଣି ମାଓ ହିଂସା । ପୋଲିସ ଇନଫର୍ମର ସନ୍ଦେହରେ ଯୁବକଙ୍କୁ ହତ୍ୟା କରିଛନ୍ତି ଲାଲ୍ ବାହିନୀ । ଗତକାଲି ହତ୍ୟା କରିଥିବା ଜଣାପଡିଛି । ମୃତକ ହେଲେ ଜାଙ୍ଗଲା ଗାଁର ବିଜୟ ପସରା ।
ସୂଚନାଯୋଗ୍ୟ ଯେ, ଗତ ୨୫ ତାରିଖ ରାତିରେ ବିଜୟକୁ ଘରୁ ଅପହରଣ କରିନେଇଥିଲେ ମାଓବାଦୀ । ଘଟଣାର ୪ ଦିନ ପରେ ଅର୍ଥାତ ସୋମବାର ଦିନ ଆଦୱାଡା ଜଙ୍ଗଲରୁ ତାଙ୍କ ମୃତଦେହ ମିଳିଛି । ମାଓବାଦୀଙ୍କ ଭୟରେ ପରିବାର ଲୋକେ ଥାନାରେ ଏତଲା ଦେଇନଥିବା ଜଣାପଡିଛି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons