ପ୍ରମୋଦଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ବୁ୍ୟରୋ): ବିଶ୍ୱ ପାରା ବ୍ୟାଡମିଣ୍ଟନ୍ ଚାମ୍ପିଅନସିପ୍ରେ ଡବଲ୍ ସ୍ୱର୍ଣ୍ଣ ପଦକ ବିଜେତା ଓଡ଼ିଶାର ପ୍ରମୋଦ ଭଗତଙ୍କୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଛନ୍ତି । ସେ ଲୋକସେବା ଭବନରେ ଏହି ସମ୍ବର୍ଦ୍ଧନା ଦେବା ଅବସରରେ ଭଗତଙ୍କ ସଫଳତାର ଉଚ୍ଚ ପ୍ରଶଂସା କରି ଦେଶର ଯୁବସମାଜ ପାଇଁ ଆଦର୍ଶ ବୋଲି କହିଥିଲେ । ତାଙ୍କୁ ରୂପା ତାରକସିର ଏକ ଉପହାର ଦେବା ସହିତ ୩୦ ଲକ୍ଷ ୯୫ ହଜାର ଟଙ୍କାର ଆର୍ଥିକ ପୁରସ୍କାର ରାଶି ମଧ୍ୟ ପ୍ରଦାନ କରିଥିଲେ ମୁଖ୍ୟମନ୍ତ୍ରୀ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons