ପ୍ରାଚୀ ଜଳସେଚନ ଡିଭିଜନ କାର୍ଯ୍ୟାଳୟ ପରିଦର୍ଶନ ମନ୍ତ୍ରୀ

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ବୁ୍ୟରୋ): ରାଜ୍ୟ ଜଳ ସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ସକାଳେ ଅଚାନକ ପ୍ରାଚୀ ଜଳସେଚନ ଡିଭିଜନ କାର୍ଯ୍ୟାଳୟ ପରିଦର୍ଶନ କରି ବିଭାଗୀୟ କାର୍ଯ୍ୟ ତଦାରଖ କରିଥିଲେ । କର୍ମଚାରୀମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ବୁଝିବା ସହିତ ସମସ୍ତଙ୍କୁ ସମୟାନୁବର୍ତ୍ତୀ ହେବା ସହିତ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ବିଭାଗୀୟ କାର୍ଯ୍ୟ ସାରିବାକୁ ପରାମର୍ଶ ଦେଇଥିଲେ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons