ବାଇକ୍‌କୁ ଧକ୍କା ଦେଲା ସ୍କର୍ପିଓ, ଜଣେ ମୃତ

Get real time updates directly on you device, subscribe now.

ସୁନ୍ଦରଗଡ : ସୁନ୍ଦରଗଡ ହେମଗିରିରେ ଦୁର୍ଘଟଣା । ବିଳମ୍ବିତ ରାତିରେ ବାଇକ ଆରୋହୀକୁ ଧକ୍କା ଦେଲା ସ୍କର୍ପିଓ । ମୃତକ ହେଲେ ୨୦ ବର୍ଷୀୟ ଲିପୁନ ନାଏକ । ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା । ପୋଲିସ ଗାଡି ଭଙ୍ଗାରୁଜା କରିଥିଲେ ଉତ୍ତ୍ୟକ୍ତ ଲୋକେ । ପୋଲିସ ଲୋକଙ୍କୁ ବୁଝାସୁଝା ପରେ ପରିସ୍ଥିତି ଶାନ୍ତ ପଡିଥିଲା । ମୃତଦେହକୁ ଜବତ କରିବା ସହ ଗାଡି ଡ୍ରାଇଭରକୁ ଅଟକ ରଖିଛି ପୋଲିସ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons