ବିଚ୍ ରାସ୍ତାରେ ଯୁବକଙ୍କୁ ଗୋଡେଇ ଗୋଡେଇ ହତ୍ୟା ଉଦ୍ୟମ : ଯୁବକ ମେଡିକାଲରେ ଭର୍ତ୍ତି

Get real time updates directly on you device, subscribe now.

ଭୁବନେଶ୍ବର : ଭୁବନେଶ୍ବର ପାସପୋର୍ଟ ଅଫିସ ଆଗରେ ଯୁବକଙ୍କୁ ହତ୍ୟା ଉଦ୍ୟମ କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।
ସୂଚନାଯୋଗ୍ୟ ଯେ, ପାର୍ସପୋର୍ଟ ଅଫିସ ସମ୍ମୁଖରେ ଯୁବକଙ୍କୁ ଗୋଡେଇ ଗୋଡେଇ ହତ୍ୟା ଉଦ୍ୟମ କରାଯାଇଛି । ଆହତ ଅବସ୍ଥାରେ ଯୁବବ ପ୍ରମୋଦ ସାହୁ ଓରଫ କାହ୍ନାଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟିଲରେ ଭର୍ତ୍ତି କରାଯାଇଛି । ଆକ୍ରମଣ ହୋଇଥିବା ଘଟଣାସ୍ଥଳରେ ଥାନା ଅଧିକାରୀ ପହଞ୍ଚି ଜଣଙ୍କୁ କାବୁ କରିଥିବା ବେଳେ ଅନ୍ୟ ଜଣେ ଯୁବକ ଫେରାର ହୋଇଯିବାରେ ସଫଳ ହୋଇଥିଲେ । କାହ୍ନଙ୍କୁ ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି। ନୟାପଲ୍ଲୀ ଥାନା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons