ବିଜୁ ମହିଳା ଦଳର ସଭାପତି ହେଲେ ସ୍ନେହାଙ୍ଗୀନୀ ଛୁରିଆ

Get real time updates directly on you device, subscribe now.

ଭୁବନେଶ୍ବର : ଅତାବିରା ବିଧାୟିକା ସ୍ନେହାଙ୍ଗିନୀ ଛୁରିଆଙ୍କୁ ନୂଆ ଦାୟିତ୍ବ। ବିଜୁ ମହିଳା ଜନତା ଦଳର ସଭାପତି ହେଲେ ସ୍ନେହାଙ୍ଗିନୀ ଛୁରିଆ । ତେବେ ଏନେଇ ବିଜେଡି କାର୍ୟ୍ୟାଳୟ ପକ୍ଷରୁ ସୂଚନା ମିଳିଛି।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶ କ୍ରମେ ସ୍ନେହାଙ୍ଗିନୀ ଛୁରିଆଙ୍କୁ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଭାବେ ଦାୟିତ୍ବ ଦିଆଯାଇଛି। ସେ ପୂର୍ବରୁ ହସ୍ତତନ୍ତ ଓ ବୟନଶୀଳ୍ପ ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇ ସାରିଛନ୍ତି। ଏହା ପୂର୍ବରୁ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ଥିଲେ ମିନତୀ ବେହେରା।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons