ବେଦାନ୍ତରେ ସ୍ୱାଧୀନତର ଦିବସ ପାଳିତ

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ବ୍ୟୁରୋ): ବେଦାନ୍ତ ଲାଞ୍ଜିଗଡ଼ ୟୁନିଟ୍ ପକ୍ଷରୁ ୭୩ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଏଥିରେ ବେଦାନ୍ତ ଲାଞ୍ଜିଗଡ଼ର ମୁଖ୍ୟ ପରିଚାଳନା ଅଧିକାରୀ (ସିଓଓ) ରାକେଶ ମୋହନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଓଆଇଏସ୍ଏଫ୍ର ଅଭିବାଦନ ଗ୍ରହଣ କରିଥିଲେ । ଏହି ଉତ୍ସ ବରେ ବେଦାନ୍ତ ଲାଞ୍ଜିଗଡ଼ ୟୁନିଟ୍ର କର୍ମଚାରୀଙ୍କ ସମେତ ଓଆଇଏସ୍ଏଫ୍ ସଦସ୍ୟମାନେ ସକ୍ରିୟ ଅଂଶଗ୍ରହଣ କରିଥିଲେ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons