ବ୍ରହ୍ମପୁର ଗସ୍ତରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ

Get real time updates directly on you device, subscribe now.

ବ୍ରହ୍ମପୁର : ବ୍ରହ୍ମପୁର ଗସ୍ତରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ବ ଭୂଷଣ ହରିଚନ୍ଦିନ । ଆନ୍ଧ୍ର ପ୍ରେଦଶର ରାଜ୍ୟପାଳ ବିଶ୍ବଭୂଷଣ ରହିଚନ୍ଦନଙ୍କୁ ବିପୁଳ ସମ୍ବର୍ଦ୍ଧନା ଦିଆଯାଇଛି ।
ସୂଚନାଯୋଗ୍ୟ ଯେ, ବ୍ରହ୍ମପୁର ଟାଉନ ହଲରେ ଅନୁଷ୍ଠିତ ଏକ କାର୍ୟ୍ୟକ୍ରମରେ ଯୋଗଦେଇଛନ୍ତି ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ବ ଭୂଷଣ ହରିଚନ୍ଦନ। ରାଜ୍ୟପାଳଙ୍କୁ ୧୦୭ରୁ ଅଧିକ ସଂଗଠନ ପକ୍ଷରୁ ବିପୁଳ ସମ୍ବର୍ଦ୍ଧନା ଦିଆଯାଇ ସ୍ବାଗତ କରାଯାଇଥିଲା । କାର୍ୟ୍ୟକ୍ରମରେ ବହୁ ବିଶିଷ୍ଟ ବ୍ୟକ୍ତିମାନେ ଯୋଗଦେଇଛନ୍ତି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons