ସୁନ୍ଦରଗଡ଼,(ବି.ବି.ନୁ୍ୟଜ୍): ସୁନ୍ଦରଗଡ଼ ଜିଲ୍ଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଖୁଟୁଗା ନିକଟ ଏକ ବ୍ରିଜ୍ ତଳୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଦାର କରାଯାଇଛି । ତେବେ ଯୁବକଙ୍କ ପରିଚୟ ମିଳିପାରିନାହିଁ । ମଙ୍ଗଳବାର ସକାଳେ ଯୁବକଙ୍କ ମୃତଦେହ ବ୍ରିଜ୍ ତଳେ ପାଣିରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ଏନେଇ ସେମାନେ ପୋଲିସକୁ ଖବର ଦେଇଥିଲେ । ଲହୁଣୀପଡ଼ା ଥାନା ପୋଲିସ ଘଯଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ।
Comments are closed, but trackbacks and pingbacks are open.