ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ: ୧୦ ଗୁରୁତର

Get real time updates directly on you device, subscribe now.

ରାଇରଙ୍ଗପୁର : ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍। ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଝରଣ ନିକଟରେ ଘଟିଛି ଏଭଳି ଦୁର୍ଘଟଣା ।
ସୂଚନାଯୋଗ୍ୟ ଯେ, ଆପୁ ନାମକ ଯାତ୍ରୀବାହୀ ବସ୍ ରାଇରଙ୍ଗପୁରରୁ ଉଦଳା ଫେରୁଥିବା ସମୟରେ ଝରଣ ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼ ବିଲକୁ ଓଲଟି ପଡିଥିଲା । ବସରେ ଥିବା ପ୍ରାୟ ୫୦ଜଣ ଯାତ୍ରୀଙ୍କ ମଧ୍ୟରୁ ୧୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons