ନବରଙ୍ଗପୁର : ଭିଜିଲାନ୍ସ ଜାଲରେ ସିନିୟର ଆକାଉଣ୍ଟାଣ୍ଟ । ନବରଙ୍ଗପୁର ଜଗଉ ଅଫିସର ବରିଷ୍ଠ ଆକାଉଣ୍ଟାଣ୍ଟ ଅଶୋକ ନନ୍ଦଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ ହୋଇଛି । ଭିଜିଲାନ୍ସ ପକ୍ଷରୁ ୩ଟି ଟିମ୍ ଏକାସାଙ୍ଗରେ ୩ଟି ସ୍ଥାନରେ ଚଢାଉ ଜାରି ରଖିଛନ୍ତି । ଯେପରି ଇଛବତୀ ଗୁଡାସ୍ଥିତ ବାସଭବନ, ଗାନ୍ଧିନଗର ବାସଭବନ ଓ ଜଗଉ କାର୍ୟ୍ୟାଳୟରେ ଏକକାଳୀନ ଚଢ଼ାଉ କରିଛି ଭିଜିଲାନ୍ସ।


Comments are closed, but trackbacks and pingbacks are open.