ମାଈ ହାତୀର ମୃତଦେହ ଠାବ

Get real time updates directly on you device, subscribe now.

ଢେଙ୍କାନାଳ : କାମାକ୍ଷାନଗରରୁ ମାଈ ହାତୀର ମୃତଦେହ ଠାବ ହୋଇଛି । ହାତୀ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ମୃତ ହାତୀଟିର ବୟସ ପ୍ରାୟ ୧୨ ବର୍ଷ ହେବ ବୋଲି ଅନୁମାନ କରାଯାଉଛି । ଘଟଣାସ୍ଥଳରେ ପହଞ୍ଚି ବନବିଭାଗ କର୍ମଚାରୀ ତଦନ୍ତ ଆରମ୍ଭ କରିଛି ।
ସୂଚନାଯୋଗ୍ୟ ଯେ, ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରରୁ ମାଈ ହାତୀର ମୃତଦେହ ଠାବ ହୋଇଛି । ମହାବିରୋଡ୍ ରେଞ୍ଜ ବସନ୍ତପଡା ଗାଁ ପାଳଆମ୍ବ ନିକଟ ଧାନ କ୍ଷେତରୁ ହାତୀର ମୃତଦେହ ଉଦ୍ଧାର ହୋଇଛି । ହାତୀ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ମୃତ ହାତୀଟିର ବୟସ ପ୍ରାୟ ୧୨ ବର୍ଷ ହେବ ବୋଲି ଅନୁମାନ କରାଯାଉଛି । ଘଟଣାସ୍ଥଳରେ ପହଞ୍ଚି ବନବିଭାଗ କର୍ମଚାରୀ ତଦନ୍ତ ଆରମ୍ଭ କରିଛି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons