ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ଆନ୍ଧ୍ର ବ୍ୟାଙ୍କ କର୍ମଚାରୀଙ୍କ ସହାୟତା

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ବୁ୍ୟରୋ):ବାତ୍ୟା ଫୋନି ପ୍ରଭାବିତଙ୍କ ପାଇଁ ଆନ୍ଧ୍ର ବ୍ୟାଙ୍କ କର୍ମଚାରୀମାନଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସହାୟତା ଯୋଗାଇ ଦିଆଯାଇଛି । ଏହି ପରିପ୍ରେକ୍ଷୀରେ ଆନ୍ଧ୍ର ବ୍ୟାଙ୍କର ପରିଚାଳନା ନିଦେ୍ର୍ଧଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଜେ. ପାକିରିସାମୀ ୩,୫୮,୪୯,୯୪୪ ଟଙ୍କାର ଚେକ୍ ମୁଖ୍ୟମନ୍ତ୍ରୀଙ୍କୁ ହସ୍ତାନ୍ତର କରିଛନ୍ତି । ଏହି ଅବସରରେ ବ୍ୟାଙ୍କର ଭୁବନେଶ୍ୱର ସର୍କଲର ସର୍କଲ ମହାପ୍ରବନ୍ଧକ ରମାକାନ୍ତ ପ୍ରଧାନ ଏବଂ ଭୁବନେଶ୍ୱର ଅଞ୍ଚଳର ଆଞ୍ଚଳିକ ପ୍ରବନ୍ଧକ କେଭିଭିଏନ୍ଏସ୍ ରାମମୂର୍ତ୍ତି ଉପସ୍ଥିତ ଥିଲେ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons