ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ଶହ କୋଟି ଦେଲା ଓଡ଼ିଶା ଖଣି ନିଗମ

Get real time updates directly on you device, subscribe now.

ଭୁବନେଶ୍ୱର: କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ଉଦ୍ୟମକୁ ସହଯୋଗ କରି ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫୦୦ କୋଟି ଟଙ୍କା ଦେଲା ଓ଼ଡ଼ିଶା ମାଇନିଂ କର୍ପୋରେସନ୍(ଓଏମ୍‌ସି)। ଏଥିସହ ଗତ ଫେବୃୟାରୀ ମାସରେ ଓଏମ୍‌ସି ପକ୍ଷରୁ ୧୦୦ କୋଟି ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରଦାନ କରାଯାଇସାରିଛି ବୋଲି ସୂଚନା ଦିଆଯାଇଛି।କରୋନା ସଂକ୍ରମଣକୁ ରୋକିବା ଓ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ୩ମାସର ଦରମାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି( କୋଭିଡ-୧୯ ଫଣ୍ଡ) ଦାନ କରିବା ସହ ଅନ୍ୟମାନେ ମଧ୍ୟ ଅନୁରୂପ ସହଯୋଗ କରନ୍ତୁ ବୋଲି ଅପିଲ କରିଥିଲେ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons