ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କୁ ଓଡ଼ିଆରେ ଜନ୍ମ ଦିନର ଶୁଭେଚ୍ଛା ଦେଲେ ପ୍ରଧାନମନ୍ତ୍ରୀ ଓ ବଙ୍ଗଳାରେ ଶୁଭେଚ୍ଛା ଦେଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ତାଙ୍କ ୭୪ ତମ ଜନ୍ମ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି । ଟ୍ୱିଟର ରେ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କର ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ତାଙ୍କ ୭୪ ତମ ଜନ୍ମ ଦିନରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେଚ୍ଛା ଜଣାଇଛନ୍ତି । ଟ୍ୱିଟର ରେ ନବୀନ ପଟ୍ଟନାୟକଙ୍କ ସୁସ୍ଥ ଓ ଦୀର୍ଘ ଜୀବନ କାମନା କରିଛନ୍ତି ।
Comments are closed, but trackbacks and pingbacks are open.