ରାଜ୍ୟଗୋଷ୍ଠୀ ଟେବୁଲ ଟେନିସ୍ ଉଦ୍ଘାଟିତ

Get real time updates directly on you device, subscribe now.

କଟକ ଜବାହରଲାଲ୍ ନେହରୁ ଇନ୍ଡୋର ଷ୍ଟାଡିୟମରେ ଆଜିଠୁ ଆରମ୍ଭ ହୋଇଛି ୨୧ତମ ରାଜ୍ୟଗୋଷ୍ଠୀ ଟିଟି ଚାମ୍ପିଅନସିପ୍ । ୧୨ଟି ଦେଶରୁ ପ୍ରତିଯୋଗୀ ଏଥିରେ ଭାଗ ନେଇଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ପ୍ରତିଯୋଗିତାକୁ ଉଦ୍ଘାଟନ କରିଛନ୍ତି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons