ରାସ୍ତାରେ ଓଲଟିଲା କାର୍, ଡ୍ରାଇଭର ଆହତ

Get real time updates directly on you device, subscribe now.

ମାଲକାନଗିରି: ମାଲକାନଗିରି ମୋଟୁ ୩୨୬ନମ୍ବର ଜାତୀୟ ରାଜପଥ ଏମ୍ଭି୭ ଗ୍ରାମ ନିକଟରେ ଏକ କାର ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିବାରୁ ଡ୍ରାଇଭର ଆହତ ହୋଇଛନ୍ତି । ମଙ୍ଗଳବାର ରାତିରେ ଏହି ଦୁର୍ଘଟଣା ଘଟିଛି ।

ରିପୋର୍ଟ ବିଶ୍ୱବିଜୟୀ

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons