ଶୁକ୍ରବାର ଆପଣଙ୍କର ଦିନଟି କେମିତି କଟିବ

Get real time updates directly on you device, subscribe now.

ମେଷ– ପିତାମାତାଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ହେବେ । ସୌଭାଗ୍ୟ ଉଦୟ ହେବାରୁ ଧନାଗମର ସୂଚନା ମିଳୁଛି । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି ।
ବୃଷ–ଶ୍ରୀଚନ୍ଦ୍ରଭୋଗ ହେଉଥିବାରୁ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ବିଭିନ୍ନ ସୂତ୍ରରୁ ଧନ ଲାଭର ସୂଚନା ମିଳୁଛି ।
ମିଥୁନ -ଅଧିକ ପରିଶ୍ରମ କରି ଉନ୍ନତିର ସୋପନ ଚଢିବେ । ସାଧାରଣ କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ । ବ୍ୟୟ ବୃଦ୍ଧି ହେବାର ସୂଚନା ମିଳୁଛି । ଦ୍ରବ୍ୟ ନଷ୍ଟର ସମ୍ଭାବନା ଅଛି ।
କର୍କଟ-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ପ୍ରତ୍ୟେକ କାର୍ୟ୍ୟରେ ସୁଖ ସନ୍ତୋଷ ମିଳିବ । କର୍ମକ୍ଷେତ୍ରରେ ଢେର ଉନ୍ନତି ଘଟିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।
ସିଂହ– ଆଶା କରୁଥିବା ସାହାର୍ୟ୍ୟ ମିଳିପାରେ । କର୍ମକ୍ଷେତ୍ରରେ ନିଜର ପ୍ରଭାବ ବିସ୍ତାର କରିବେ ।ଶୁଭଖବର ପାଇ ଖୁସି ହୋଇପାରନ୍ତି । ଯଶସ୍ୱୀ ହେବେ ।
କନ୍ୟା– ଆକସ୍ମିକ ଭାବେ ଧନଲାଭର ସୂଚନା ମିଳୁଛି । ସେବା ପରାୟଣ ହେବେ । ନିଜର ବୈଶିଷ୍ଟ୍ୟତା ପ୍ରକାଶ କରିପାରନ୍ତି । କନୈକା ମହିଳାଙ୍କ ଦ୍ୱାରା ଉପକୃତ ହେବେ ।
ତୁଳା–ବନ୍ଧୁ ସହଯୋଗ ପାଇ ଖୁସି ହୋଇପାରନ୍ତି । ଧନକ୍ଷୟ ହେବାର ସମ୍ଭାବନା ଅଛି । ମନ ଦୁର୍ବଳ ରହିବ । ଶାରିରୀକ ପୀଡା ଅନୁଭବ କରିପାରନ୍ତି ।
ବିଛା–କାର୍ୟ୍ୟରୁ ଆଗ୍ରହ ହରାଇ ପାରନ୍ତି । ଅଧିକ କାର୍ୟ୍ୟକରି କଷ୍ଟ ସହିବାକୁ ପଡିବ, ମାତ୍ର ତା’ର ମୂଲ୍ୟ ମିଳିବ । ବନ୍ଧୁ ସହାୟତା ପାଇ ଖୁସି ହେବେ । ବ୍ୟବସାୟରୁ ଲାଭ ମିଳିବ ।
ଧନୁ –ଯାତ୍ରାକାଳୀନ ଖର୍ଚ୍ଚ ବୃଦ୍ଧି ହୋଇପାରେ । ଦୁଃସାହସିକ ପଦକ୍ଷେପ ନେଇ କାର୍ୟ୍ୟ ସମ୍ପାଦନ କରିବେ । ଧନପ୍ରାପ୍ତିର ସମ୍ଭାବନା ଅଛି । ଶୁଭଚିନ୍ତକମାନଙ୍କ ସହାୟତା ମିଳିବ ।
ମକର–ବାଣିଜ୍ୟ ବ୍ୟବସାୟ ଲାଭଜନକ ହେବ । ନିଜ ସମ୍ମାନକୁ ଜଗି ଚଳିବାକୁ ପଡିବ । ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ସାଧନା ଫଳବତୀ ହେବ ।
କୁମ୍ଭ -ମାଲି-ମୋକଦ୍ଦମାରେ ବିଜୟ ଲାଭ କରିପାରନ୍ତି । କଳହ ମୁକ୍ତ ରହିବା ଆପଣଙ୍କ ପକ୍ଷେଭଲ । ଧନହାନି ଘଟିପାରେ । ଯାନବାହନ ସୁଖ ମିଳିପାରେ ।
ମୀନ -ଯାତ୍ରାକାଳୀନ ସତର୍କତାଏକାନ୍ତ ଜରୁରୀ ।କାର୍ୟ୍ୟକ୍ଷେତ୍ରରେ ପ୍ରାଧାନୟ ବିସ୍ତାର କରିପାରନ୍ତି । ଧର୍ମ-କର୍ମ ସଂପାଦନ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons