ଶ୍ବଶୁର ଘରୁ ମିଳିଲା ଜ୍ବାଇଁଙ୍କ ଝୁଲନ୍ତା ମୃତଦେହ

Get real time updates directly on you device, subscribe now.

ଜି.ଉଦୟଗିରି : ଶ୍ବଶୁର ଘରୁ ଜ୍ବାଇଁର ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ଥାନା ଗଡାବିସା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତକ ହେଲେ ଉଦୟନାଥ ସାହୁ ।
ସୂଚନାଯୋଗ୍ୟ ଯେ, ଉଦୟଙ୍କ ଘର ଖଜୁରିପଡା ଗାଁରେ । କିଛିଦିନ ହେଲା ଶ୍ବଶୁର ଘରେ ରହୁଥିଲେ ଉଦୟ । ତେବେ ଆଜି ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ତେବେ ଏହା ହତ୍ୟା କି ଆତ୍ମହତ୍ୟା ତାହା ସ୍ପଷ୍ଟ ହୋଇନାହିଁ । ଘଟଣାସ୍ଥଳରେ ଜି.ଉଦୟଗିରି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons