ସମ୍ବଲପୁର ବିଶ୍ଵବିଦ୍ୟାଳୟର ୩୦ତମ ସମାବର୍ତ୍ତନ ଉତ୍ସବରେ ଯୋଗଦେଲେ ରାଜ୍ୟପାଳ

Get real time updates directly on you device, subscribe now.

ସମ୍ବଲପୁର : ସମ୍ବଲପୁର ବିଶ୍ଵବିଦ୍ୟାଳୟର ୩୦ତମ ସମାବର୍ତ୍ତନ ଉତ୍ସବ ପାଳନ କରାଯାଉଛି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କୃତି ଛାତ୍ରଛାତ୍ରୀଙ୍କୁ ସ୍ବର୍ଣ୍ଣ ପଦକ ପ୍ରଦାନ କରିଛନ୍ତି । ସମ୍ମାନିତ ଅତିଥି ଭାବରେ ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟର ପ୍ରମୁଖ ଶାସନ ସଚିବ ପ୍ରମୋଦ କୁମାର ମିଶ୍ର ଯୋଗଦେଇ ଦେଶ ନିର୍ମାଣରେ ଛାତ୍ରଛାତ୍ରୀମାନଙ୍କ ଭୂମିକା ସଂପର୍କରେ ଉଦବୋଧନ ଦେଇଥିଲେ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons