ନୂଆଦିଲ୍ଲୀ: ଭାରତୀୟ ଜାତୀୟ କଂଗ୍ରେସର କାର୍ୟ୍ୟକାରୀ ସଭାପତି ସୋନିଆ ଗାନ୍ଧି ଅସୁସ୍ଥ ହୋଇଛନ୍ତି। ତାଙ୍କୁ ଦିଲ୍ଲୀ ସ୍ଥିତ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ଖବର ସରବରାହ ସଂସ୍ଥା ଏଏନଆଇ ମୁତାବକ, ସୋନିଆ ଗାନ୍ଧି ଆଜି ଅସୁସ୍ଥ ହୋଇପଡିଥିଲେ। ତାଙ୍କୁ ତୁରନ୍ତ ଦିଲ୍ଲୀ ସ୍ଥିତ ଶ୍ରୀ ଗଙ୍ଗାରାମ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେ କେଉଁ କାରଣରୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ସେନେଇ କିଛି ସ୍ପଷ୍ଟ ହୋଇପାରି ନାହିଁ।
Comments are closed, but trackbacks and pingbacks are open.