ହୋଲି ଖେଳରୁ ଗୋଷ୍ଠୀ ସଂଘର୍ଷ, ୬ ଆହତ

Get real time updates directly on you device, subscribe now.

ଆଠଗଡ: ଆଠଗଡ଼ ତିଗିରିଆ ଥାନା ଅନ୍ତର୍ଗତ ଭିରୁଡା ଓ ପଣସପାଟଣା ଦୁଇ ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ। ହୋଲି ଖେଳକୁ ନେଇ ଗୋଷ୍ଠୀ ସଂଘର୍ଷ ହୋଇଥିବା ଜଣାପଡିଛି । ଭିରୁଡା ଗ୍ରାମର ୬ଜଣ ଆହତ ହୋଇଛନ୍ତି । ସେମାନଙ୍କୁ ଧିରପାଟଣା ମେଡିକାଲରେ ଭର୍ତ୍ତି କରାଯାଇଛି ।
ତିଗିରିଆ ଭିରୁଡ଼ାଗାଁ ଓ ପଣସ ପାଟଣା ଶୁଣ୍ଢିସାହି ମଧ୍ୟରେ ହୋଲି ଖେଳକୁ ନେଇ ଗୋଷ୍ଠୀ ସଂଘର୍ଷ ହୋଇଥିଳା । ଶୁଣ୍ଢି ସାହିର ଯୁବକମାନେ ଖଣ୍ଡା ଓ ଠେଙ୍ଗାରେ ପ୍ରଥମେ ଆକ୍ରମଣ କରିଥିଲେ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons