ୟୁନିଅନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ପୁରସ୍କୃତ

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ବୁ୍ୟରୋ):ୟୁନିଅନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆର ଶତାବ୍ଦୀ ପୂର୍ତ୍ତି ଉପଲକ୍ଷେ ଆୟୋଜିତ ରକ୍ତଦାନ ଶିବିରରୁ ସଂଗୃହୀତ ୫୫୫ ୟୁନିଟ୍ ରକ୍ତ ବ୍ଲଡ ବ୍ୟାଙ୍କକୁ ପ୍ରଦାନ କରାଯାଇଛି । ଏଥିପାଇଁ ବ୍ୟାଙ୍କକୁ ଓଡ଼ିଶା ସରକାରଙ୍କ ତରଫରୁ ପୁରସ୍କୃତ କରାଯାଇଛି । ଏହି ଅବସରରେ ବ୍ୟାଙ୍କର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟର ଉପ-ମହାପ୍ରବନ୍ଧକ ତଥା କ୍ଷେତ୍ରୀୟ ମୁଖ୍ୟ ରୁପଲାଲ ମୀନା, ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟର ସହାୟକ ମହାପ୍ରବନ୍ଧକ ପ୍ରକାଶ ଚନ୍ଦ୍ର ପତି ଏବଂ କ୍ୟାପିଟାଲ ହସ୍ପିଟାଲର ବ୍ଲଡ୍ ବ୍ୟାଙ୍କ ମ୍ୟାନେଜର ଅନିଲ କୁମାର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons