ଭୁବନେଶ୍ୱର, (ବି.ବି.ନୁ୍ୟଜ୍): ରାଜଧାନୀ ଭୁବନେଶ୍ୱରରୁ ୧କୋଟି ଟଙ୍କାର ବ୍ରାଉନସୁଗର ଜବତ କରାଯାଇଛି । ଏହି ଘଟଣାରେ ୨ଜଣ ଗିରଫ ହୋଇଥିବା ବେଳେ ଗୋଟିଏ ବାଇକ୍ ଜବତ କରାଯାଇଛି । କ୍ରାଇମବ୍ରାଞ୍ଚର ଏସ୍ଟିଏଫ୍ ଏହି ଦୁଇ ଜଣଙ୍କୁ ଗିରଫ କରିଛି । ଖଣ୍ଡଗିରି ଥାନା ଅଞ୍ଚଳରୁ ଏମାନଙ୍କୁ ଗିରଫ କରାଯାଇଛି । ଗିରଫ ଦୁଇ ଜଣ ବ୍ୟକ୍ତି ଖୋର୍ଦ୍ଧା ଅଞ୍ଚଳର ବୋଲି ଜଣାପଡିଛି ।


Comments are closed, but trackbacks and pingbacks are open.