୨୨ରୁ ୨୯ ତାରିଖ ଯାଏ ୫ ଜିଲ୍ଲା ପ୍ରାୟ ସମ୍ପୂର୍ଣ୍ଣ ଲକ୍‌ ଡାଉନ୍‌

Get real time updates directly on you device, subscribe now.

ଭୁବନେଶ୍ୱର: କରୋନା ପାଇଁ ମାର୍ଚ୍ଚ ୨୨ରୁ ୨୯ ତାରିଖ ଯାଏ ୫ଟି ଜିଲ୍ଲା ସମେତ ଓ ୮ ସହରକୁ ପ୍ରାୟ ସମ୍ପୂର୍ଣ୍ଣ ଲକ୍‌ ଡାଉନ୍‌ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଜିଲ୍ଲାକୁ ଗୁଡ଼ିକ ହେଲା- ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡ଼ା ଓ ଅନୁଗୁଳ।
ଉପରୋକ୍ତ ଜିଲ୍ଲାକୁ ଛାଡ଼ିଦେଲେ ସମ୍ବଲପୁର, ଝାରସୁଗୁଡ଼ା, ବାଲେଶ୍ୱର, ଭଦ୍ରକ, ପୁରୀ, ଯାଜପୁର ରୋଡ୍, ଯାଜପୁର ଟାଉନ୍ ଓ ରାଉରକେଲା ସହର ମଧ୍ୟ ପ୍ରାୟ ସମ୍ପୂର୍ଣ୍ଣ ଲକ୍ ଡାଉନ୍ ଘୋଷଣା କରାଯାଇଛି।
କାଲି ସକାଳ ୭ଟାରୁ ଲକ୍ ଡାଉନ୍ ଆରମ୍ଭ ହୋଇ ମାର୍ଚ୍ଚ ୨୯ ରାତି ୯ଟାରେ ଶେଷ ହେବ।
ରାଜଧାନୀ ସମେତ ରାଜ୍ୟ ୪୦ ପ୍ରତିଶତ ସ୍ଥାନରେ ୭ ଦିନ ପାଇଁ ପ୍ରାୟ ସଂପୂର୍ଣ୍ଣ ଲକ୍ ଡାଉନ୍ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons